ଯୁବ ଗୋଷ୍ଠୀଙ୍କୁ ବିଶ୍ବ ଶ୍ରେଣୀୟ ଦକ୍ଷତା ତାଲିମ ପ୍ରଦାନ କରି ରାଜ୍ୟ ପାଇଁ ବିଶ୍ବ ଶ୍ରେଣୀୟ ଦକ୍ଷ ମାନବ ସମ୍ବଳ ସୃଷ୍ଟିକରିବା ଓ ସ୍କିଲ୍ଡ ଇନ ଓଡ଼ିଶାକୁ ବିଶ୍ଵସ୍ତରୀୟ ବ୍ରାଣ୍ଡ ଭାବେ ପରିଚିତ କରାଇବା ନେଇ ଅନୁଷ୍ଠାନ କାର୍ଯ୍ୟ କରୁଛି।
ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ନିଯୁକ୍ତି ପ୍ରଦାନ କରିବାରେ ଏହି ପତିଷ୍ଠାନର ଖ୍ୟାତି ରହିଛି। ଏହି ଅନୁଷ୍ଠାନରୁ ପାଶ୍ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଡିଆରଡିଓ, ଇସ୍ରୋ, ଭେଲ, ସେଲ, ରେଳବାଇ ଏବଂ ଓପିଟିସିଏଲ ଭଳି ସଂସ୍ଥାରେ ନିଯୁକ୍ତି ମିଳିଛି। ବହୁ ମହିଳାମାନଙ୍କୁ ରାଜ୍ୟ ବାହାରେ ଭଲ ସଂସ୍ଥାରେ ମଧ୍ୟ ଚାକିରି ମିଳିଛି।
ଆପଣ ଜାଣିବାକୁ ଚାହୁଁଥିବା ପ୍ରଶ୍ନର ଯଦି କୌଣସି ଉତ୍ତର ନପାନ୍ତି, ତେବେ ଆମ ପାଖକୁ ସିଧାସଳଖ ଲେଖନ୍ତୁ।
ବର୍ତ୍ତମାନ ଏହି ୱେବସାଇଟକୁ ଲାଣ୍ଡସ୍କେପ୍ ମୋଡରେ ଦେଖି ହେବନାହିଁ। ସଠିକ ଭାବେ ଦେଖିବାକୁ ପୋଟ୍ରେଟ୍ ମୋଡରେ ରଖନ୍ତୁ।