ଯୁବ ଗୋଷ୍ଠୀଙ୍କୁ ବିଶ୍ବ ଶ୍ରେଣୀୟ ଦକ୍ଷତା ତାଲିମ ପ୍ରଦାନ କରି ରାଜ୍ୟ ପାଇଁ ବିଶ୍ବ ଶ୍ରେଣୀୟ ଦକ୍ଷ ମାନବ ସମ୍ବଳ ସୃଷ୍ଟିକରିବା ଓ ସ୍କିଲ୍ଡ ଇନ ଓଡ଼ିଶାକୁ ବିଶ୍ଵସ୍ତରୀୟ ବ୍ରାଣ୍ଡ ଭାବେ ପରିଚିତ କରାଇବା ନେଇ ଅନୁଷ୍ଠାନ କାର୍ଯ୍ୟ କରୁଛି।
ଦୁଇ ବର୍ଷ ତଳେ ପ୍ରତିଷ୍ଠା ହୋଇଥିବା ଏହି ଆଇଟିଆଇରେ ବିଭିନ୍ନ ଟ୍ରେଡକୁ ଧୀରେଧୀରେ ସାମିଲ କରାଯାଉଛି; ଯାହା ଦ୍ଵାରା ଏଠାରେ ନାଁ ଲେଖାଉଥିବା ଶିକ୍ଷାର୍ଥୀମାନେ ବିଭିନ୍ନ ପ୍ରକାର ତାଲିମ ବିକଳ୍ପ ବାଛି ପାରୁଛନ୍ତି।
ଆପଣ ଜାଣିବାକୁ ଚାହୁଁଥିବା ପ୍ରଶ୍ନର ଯଦି କୌଣସି ଉତ୍ତର ନପାନ୍ତି, ତେବେ ଆମ ପାଖକୁ ସିଧାସଳଖ ଲେଖନ୍ତୁ।
ବର୍ତ୍ତମାନ ଏହି ୱେବସାଇଟକୁ ଲାଣ୍ଡସ୍କେପ୍ ମୋଡରେ ଦେଖି ହେବନାହିଁ। ସଠିକ ଭାବେ ଦେଖିବାକୁ ପୋଟ୍ରେଟ୍ ମୋଡରେ ରଖନ୍ତୁ।