ଯୁବ ଗୋଷ୍ଠୀଙ୍କୁ ବିଶ୍ବ ଶ୍ରେଣୀୟ ଦକ୍ଷତା ତାଲିମ ପ୍ରଦାନ କରି ରାଜ୍ୟ ପାଇଁ ବିଶ୍ବ ଶ୍ରେଣୀୟ ଦକ୍ଷ ମାନବ ସମ୍ବଳ ସୃଷ୍ଟିକରିବା ଓ ସ୍କିଲ୍ଡ ଇନ ଓଡ଼ିଶାକୁ ବିଶ୍ଵସ୍ତରୀୟ ବ୍ରାଣ୍ଡ ଭାବେ ପରିଚିତ କରାଇବା ନେଇ ଅନୁଷ୍ଠାନ କାର୍ଯ୍ୟ କରୁଛି।
ଯୁବ ଗୋଷ୍ଠୀଙ୍କୁ ଦକ୍ଷତା ତାଲିମ ଦେଇ ନିଯୁକ୍ତି ଓ ଆତ୍ମନିଯୁକ୍ତି କ୍ଷେତ୍ରରେ ସ୍ବାବଲମ୍ବୀ କରିବା ପାଇଁ ୧୯୯୪ ମସିହାରେ ବୌଦ୍ଧରେ ସରକାରୀ ଆଇଟିଆଇ ପ୍ରତିଷ୍ଠା କରାଯାଇଥିଲା। ବିଶ୍ବଶ୍ରେଣୀୟ ବୈଷୟିକ ତାଲିମ ପ୍ରଦାନର ବ୍ୟବସ୍ଥା ଏଠାରେ ରହିଛି। ତାଲିମ ପାଇଥିବା ଅନେକ ଯୁବକ ଯୁବତୀଙ୍କ ଜୀବନ ଧାରଣମାନରେ ଅନେକ ପରିବର୍ତ୍ତନ ଅାସିଥିବାର ଦେଖାଯାଇଛି।
ଆପଣ ଜାଣିବାକୁ ଚାହୁଁଥିବା ପ୍ରଶ୍ନର ଯଦି କୌଣସି ଉତ୍ତର ନପାନ୍ତି, ତେବେ ଆମ ପାଖକୁ ସିଧାସଳଖ ଲେଖନ୍ତୁ।
ବର୍ତ୍ତମାନ ଏହି ୱେବସାଇଟକୁ ଲାଣ୍ଡସ୍କେପ୍ ମୋଡରେ ଦେଖି ହେବନାହିଁ। ସଠିକ ଭାବେ ଦେଖିବାକୁ ପୋଟ୍ରେଟ୍ ମୋଡରେ ରଖନ୍ତୁ।