ପ୍ରୋଫାଇଲ ବିବରଣୀ ଦକ୍ଷତାରେ ଓଡ଼ିଶା, ବିଶ୍ବରେ ସର୍ବୋତ୍ତମ

ITI, Dhenkanal


ଆମ ସଂପର୍କରେ

କେବେ ପ୍ରତିଷ୍ଠା ହେଲା
1992
ଅଧ୍ୟକ୍ଷ
ଇଂ. ୟୁସି ମିଶ୍ର

ଆଇଟିଆଇ, ଢେଙ୍କାନାଳ

  • ପ୍ରତିଷ୍ଠାନ ପ୍ରକାର ସରକାରୀ
  • ଜିଲ୍ଲା ଢେଙ୍କାନାଳ

ଶାନ୍ତ ଓ ସବୁଜ ବଳୟ ମଧ୍ୟରେ ଅବସ୍ଥିତ ଢେଙ୍କାନାଳ ଆଇଟିଆଇ ଦକ୍ଷତା ତାଲିମ ପାଇଁ ଉପଯୁକ୍ତ ଅନୁଷ୍ଠାନ। ଏହି ତାଲିମ କେନ୍ଦ୍ରର ଉତ୍କର୍ଷତା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ତେଣୁ ଏହି ତାଲିମ କେନ୍ଦ୍ର ପ୍ରତି ଯୁବଗୋଷ୍ଠୀଙ୍କ ଆଗ୍ରହ ବୃଦ୍ଧି ପାଉଛି।

ଯୋଗାଯୋଗ ନମ୍ବର ଅାପଣଙ୍କୁ ଆମ ପାଖରେ ପାଇ ଖୁସି.

 ଫୋନ୍/ମୋବାଇଲ୍ ନମ୍ବର
9861869560/06762-223045
ଇମେଲ୍
[email protected]
ଠିକଣା
ବୋରାପଡା, ଗହମାଖୁଣ୍ଟି, ଭାୟା-ଗୋବିନ୍ଦପୁର ଜିଲ୍ଲା-ଢେଙ୍କାନାଳ, ପିନ୍-୭୫୯୦୨୭
ୱେବସାଇଟ
http://www.itidkl.org

ପାଠ୍ୟକ୍ରମ ବିବରଣୀ

ପାଠ୍ୟକ୍ରମ ନାମ ପାଠ୍ୟକ୍ରମ ଅବଧି ସ୍ଥାନ ସଂଖ୍ୟା ଯୋଗ୍ୟତା
ବିଦ୍ୟୁତ ଯନ୍ତ୍ରୀ 24 ମାସରେ 5040 ଘଣ୍ଟା 126 ମାଟ୍ରିକ
ଇଲେକ୍ଟ୍ରୋନିକ ମେକାନିକ 24 ମାସରେ 5040 ଘଣ୍ଟା 52 ମାଟ୍ରିକ
ଫିଟର 24 ମାସରେ 5040 ଘଣ୍ଟା 105 ମାଟ୍ରିକ
ଝଳେଇ ମିସ୍ତ୍ରୀ 12 ମାସରେ 2520 ଘଣ୍ଟା 63 ଅଣ ମାଟ୍ରିକ

ଆପଣଙ୍କ ପ୍ରଶ୍ନ ପଠାନ୍ତୁ

ଆପଣ ଜାଣିବାକୁ ଚାହୁଁଥିବା ପ୍ରଶ୍ନର ଯଦି କୌଣସି ଉତ୍ତର ନପାନ୍ତି, ତେବେ ଆମ ପାଖକୁ ସିଧାସଳଖ ଲେଖନ୍ତୁ।

captcha image
loading
ଆପଣଙ୍କ ପ୍ରଶ୍ନ ପଠାନ୍ତୁ
rotate

ବର୍ତ୍ତମାନ ଏହି ୱେବସାଇଟକୁ ଲାଣ୍ଡସ୍କେପ୍ ମୋଡରେ ଦେଖି ହେବନାହିଁ। ସଠିକ ଭାବେ ଦେଖିବାକୁ ପୋଟ୍ରେଟ୍ ମୋଡରେ ରଖନ୍ତୁ।