ଯୁବ ଗୋଷ୍ଠୀଙ୍କୁ ବିଶ୍ବ ଶ୍ରେଣୀୟ ଦକ୍ଷତା ତାଲିମ ପ୍ରଦାନ କରି ରାଜ୍ୟ ପାଇଁ ବିଶ୍ବ ଶ୍ରେଣୀୟ ଦକ୍ଷ ମାନବ ସମ୍ବଳ ସୃଷ୍ଟିକରିବା ଓ ସ୍କିଲ୍ଡ ଇନ ଓଡ଼ିଶାକୁ ବିଶ୍ଵସ୍ତରୀୟ ବ୍ରାଣ୍ଡ ଭାବେ ପରିଚିତ କରାଇବା ନେଇ ଅନୁଷ୍ଠାନ କାର୍ଯ୍ୟ କରୁଛି।
ବିଭିନ୍ନ ଜିଲ୍ଲାରେ ଥିବା ଆଇଟିଆଇ ଓ ତାଲିମ ସହଯୋଗୀଙ୍କ ପାଖକୁ ଯାଇଥିବା ଅଧ୍ୟକ୍ଷ ଏବଂ ଅନ୍ୟ ଅଧିକାରୀଙ୍କ ଗସ୍ତ ବେଳର ଦୃଶ୍ୟକୁ ଏଠାରେ ଦର୍ଶାଯାଇଛି। ସେଠାରେ ସେମାନେ ଶିକ୍ଷାର୍ଥୀ ଏବଂ ତାଲିମଦାତାଙ୍କ ସହ ସିଧାସଳଖ ଭାବ ବିନିମୟ କରିବା ସହ ଭିତ୍ତିଭୂମି ସମ୍ପର୍କରେ ଅବଗତ ହୋଇଛନ୍ତି।
ଆପଣ ଜାଣିବାକୁ ଚାହୁଁଥିବା ପ୍ରଶ୍ନର ଯଦି କୌଣସି ଉତ୍ତର ନପାନ୍ତି, ତେବେ ଆମ ପାଖକୁ ସିଧାସଳଖ ଲେଖନ୍ତୁ।
ବର୍ତ୍ତମାନ ଏହି ୱେବସାଇଟକୁ ଲାଣ୍ଡସ୍କେପ୍ ମୋଡରେ ଦେଖି ହେବନାହିଁ। ସଠିକ ଭାବେ ଦେଖିବାକୁ ପୋଟ୍ରେଟ୍ ମୋଡରେ ରଖନ୍ତୁ।