ଯୁବ ଗୋଷ୍ଠୀଙ୍କୁ ବିଶ୍ବ ଶ୍ରେଣୀୟ ଦକ୍ଷତା ତାଲିମ ପ୍ରଦାନ କରି ରାଜ୍ୟ ପାଇଁ ବିଶ୍ବ ଶ୍ରେଣୀୟ ଦକ୍ଷ ମାନବ ସମ୍ବଳ ସୃଷ୍ଟିକରିବା ଓ ସ୍କିଲ୍ଡ ଇନ ଓଡ଼ିଶାକୁ ବିଶ୍ଵସ୍ତରୀୟ ବ୍ରାଣ୍ଡ ଭାବେ ପରିଚିତ କରାଇବା ନେଇ ଅନୁଷ୍ଠାନ କାର୍ଯ୍ୟ କରୁଛି।
ଶାନ୍ତ ଓ ସବୁଜ ବଳୟ ମଧ୍ୟରେ ଅବସ୍ଥିତ ଢେଙ୍କାନାଳ ଆଇଟିଆଇ ଦକ୍ଷତା ତାଲିମ ପାଇଁ ଉପଯୁକ୍ତ ଅନୁଷ୍ଠାନ। ଏହି ତାଲିମ କେନ୍ଦ୍ରର ଉତ୍କର୍ଷତା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ତେଣୁ ଏହି ତାଲିମ କେନ୍ଦ୍ର ପ୍ରତି ଯୁବଗୋଷ୍ଠୀଙ୍କ ଆଗ୍ରହ ବୃଦ୍ଧି ପାଉଛି।
ଆପଣ ଜାଣିବାକୁ ଚାହୁଁଥିବା ପ୍ରଶ୍ନର ଯଦି କୌଣସି ଉତ୍ତର ନପାନ୍ତି, ତେବେ ଆମ ପାଖକୁ ସିଧାସଳଖ ଲେଖନ୍ତୁ।
ବର୍ତ୍ତମାନ ଏହି ୱେବସାଇଟକୁ ଲାଣ୍ଡସ୍କେପ୍ ମୋଡରେ ଦେଖି ହେବନାହିଁ। ସଠିକ ଭାବେ ଦେଖିବାକୁ ପୋଟ୍ରେଟ୍ ମୋଡରେ ରଖନ୍ତୁ।